www.samajalive.in
Tuesday, December 9, 2025
16.1 C
Bhubaneswar

ଗଛ ଉପରେ ଖସିଲା ବିଜୁଳି, ଚକିତ କରିଦେବ ଏହି ଭାଇରାଲ ଭିଡିଓ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଏକ ଗଛ ଉପରେ ବଜ୍ରପାତ ହେଉଛି । ଜଣେ ଯୁବତୀ ଆକାଶରେ ନଜର ଆସୁଥିବା ଇନ୍ଦଧନୁର ଭିଡିଓ କରୁଥିଲେ । କିନ୍ତୁ ଏହି ସମୟରେ ଏକ ଗଛ ଉପରେ ବଜ୍ରପାତ ହୋଇଥିଲା । ଏହି ଦୃଶ୍ୟର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି ।

 

View this post on Instagram

 

A post shared by Sally Nolan (@salpilates)

- Advertisement -

ଇନଷ୍ଟାଗ୍ରାମରେ ସୈଲି ନୋଲନ ନାମକ ଏକ ଆକାଉଣ୍ଟରୁ ଏହି ଭିଡିଓ ସେୟାର ହୋଇଛି । ବିଜୁଳି ଖସିବାର ମାତ୍ର ସେହି ଗୋଟିଏ କ୍ଷଣ ସମସ୍ତଙ୍କୁ ଚକିତ କରୁଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories