www.samajalive.in
Friday, December 5, 2025
26.1 C
Bhubaneswar

ଗଞ୍ଜାମ ଜିଲା ଖଲ୍ଲିକୋଟରେ ଚାଞ୍ଚଲ୍ୟ

ସମାଜ ଡିଜିଟାଲ ଡେସ୍କ: ଦୋକାନ ଘରୁ ଦମ୍ପତ୍ତିଙ୍କ ମୃତଦେହ ଠାବ। ଗଞ୍ଜାମ ଜିଲା ଖଲ୍ଲିକୋଟ ଲଙ୍ଗଳେଶ୍ୱର କଳାଝରନଇ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଦୋକାନ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ତଳେ ପଡିଛି ସ୍ୱାମୀଙ୍କ ମୃତଦେହ। ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡିନାହିଁ। ସୂଚନା ଅନୁସାରେ ମୃତ ଦମ୍ପତ୍ତି ହେଲେ ଦିଲୀପ ପାହାନ ଓ ରଶ୍ମୀ ପାହାନ। ଘଟଣାସ୍ଥଳରେ ଖଲ୍ଲିକୋଟ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories