www.samajalive.in
Monday, December 8, 2025
27.1 C
Bhubaneswar

୨ଥର ଭୂକମ୍ପ ଝଟକାରେ ଥରିଲା ଜମ୍ମୁ-କାଶ୍ମୀରର

ଶ୍ରୀନଗର :ଜମ୍ମୁ-କାଶ୍ମୀରର ବାରମୁଲାରେ ମଙ୍ଗଳବାର ସକାଳେ ତୀବ୍ର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଏନସିଏସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ବାରମୁଲାରେ ୨ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ଓ ୪.୮ ରେକର୍ଡ କରାଯାଇଛି । ପ୍ରଥମେ ରିକ୍ଟର ସ୍କେଲରେ ୪.୯ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ୨ୟ ଥର ୪.୮ ତୀବ୍ରତାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଏଥିରେ ଧନ ଜୀବନ ହାନୀ ହୋଇଥିବା ନେଇ କୌଣସି ସୂଚନା ମିଳି ନାହିଁ ।

ରାତିରେ ଖାଦ୍ୟ ଖାଇବାର କେତେ ସମୟ ପରେ ଚାଲିବେ? ମିଳିବ ଆଶ୍ଚର୍ଯ୍ୟଜନକ ଲାଭ..

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories