www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ଣ ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଅଧିବେଶନ ଆରମ୍ଭ ହୋଇଛି। ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ପରେ ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରାଯାଇଛି । କଲେଜ ନିର୍ବାଚନ ପ୍ରସଙ୍ଗରେ କଂଗ୍ରେସର ହୋହଲ୍ଲା ପରେ ଗୃହକୁ ମୁଲତବି ଘୋଷଣା କରାଯାଇଛି।

୧୨ ବର୍ଷ ପରେ ୨୦ ଅଗଷ୍ଟରେ ବିଶେଷ ଯୋଗ : ଏହି ରାଶିଙ୍କ ସୁନା ଭଳି ଚମକିବ ଭାଗ୍ୟ..

- Advertisement -

ପୂର୍ବତନ ବିଧାୟକ ସୁନ୍ଦର ମୋହନ ମାଝୀଙ୍କ ବିୟୋଗରେ ପ୍ରଥମେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା । ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ବିଧାୟକଙ୍କ ପ୍ରବଳ ହଟ୍ଟଗୋଳ ଦେଖାଯାଇଥିଲା । ଫଳରେ ପ୍ରଥମେ ୧୧ଟା ୪୧ ମିନିଟ ପର୍ଯ୍ୟନ୍ତ ବାଚସ୍ପତି ସୁରମା ପାଢୀ ଗୃହକୁ ମୁଲିତବି ଘୋଷଣା କରିଥିଲେ । ଆଜିଠୁ ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ସେପ୍ଟେମ୍ବର ୧୩ ଯାଏଁ ଅଧିବେଶନ ଚାଲିବ । ସେପ୍ଟେମ୍ବର ୧୦ରେ ବ୍ୟୟ ମଞ୍ଜୁରୀ ବିଲ୍ ଆସିବ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories