www.samajalive.in
Sunday, December 14, 2025
19.1 C
Bhubaneswar

ପାଳଙ୍ଗ ଦୋସା

ପାଳଙ୍ଗ ଶାଗ- ୨ ବିଡା
ବିରି-ଚାଉଳ ବଟା -୨କପ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା – ଅଳ୍ପ
ଲୁଣ – ସ୍ୱାଦ ଅନୁସାରେ
ତେଲ – ଆବଶ୍ୟକ ଅନୁସାରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ପାଳଙ୍ଗ ଶାଗକୁ ଧୋଇ ଅଲଗା ରଖି ଦିଅନ୍ତୁ । ଏହାକୁ ଭଲ ଭାବେ ପେଷି ଦିଅନ୍ତୁ । ଏବେ ଏକ ପାତ୍ରକୁ ଏହାକୁ କାଢି ଏଥିରେ ରଖିଥିବା ଆଣକୁ ମିଶାନ୍ତୁ । ଏବେ ଏଥିରେ ଲୁଣ, ଲଙ୍କା ଗୁଣ୍ଡ, ଜିରା ପକାଇ କିଛି ସମୟ ରଖି ଦିଅନ୍ତୁ । ଏବେ ଗ୍ୟାସରେ ତାୱା ବସାଇ ରଖିଥିବା ମିଶ୍ରଣକୁ ପକାଇ ଦୋସା ପ୍ରସ୍ତୁତ କରନ୍ତୁ । ଏହାକୁ ଚଟଣି ସହ ଖାଆନ୍ତୁ ।

୨୩ରେ ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ହେବ ସ୍ଥାନାନ୍ତର

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories