www.samajalive.in
Friday, December 5, 2025
26.1 C
Bhubaneswar

ଶ୍ରୀମନ୍ଦିରରେ ଆଜି ୪ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତଥିରେ ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କ ହେବ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଶ୍ରୀଜିଉଙ୍କ ଦ୍ୱିତୀୟ ଭୋଗ ମଣ୍ଡପ ପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ସମ୍ପନ୍ନ ପରେ ପ୍ରଭୁଙ୍କ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନ ଲାଗି, ବଡ ସିଂହାର ବେଶ, ବଡ ସିଂହାର ଭୋଗ ଏବଂ ରାତ୍ର ପହୁଡ କରାଯିବ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories