www.samajalive.in
Friday, December 5, 2025
20.1 C
Bhubaneswar

ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର: ରାଜ୍ୟର ସର୍ବବୃହତ୍‌ ୧ ଗ୍ରାମ୍‌ ଗୋଲ୍‌ଡ ଆଣ୍ଡ ଫ୍ୟାଶନ ଜୁଏଲେରି ଶୋ’ରୁମ୍‌ ତଥା ଆଭୂଷଣ ଫ୍ୟାଶନ ଜୁଏଲର୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ଫୋରମ ମାର୍ଟଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଆଭୂଷଣ ପକ୍ଷରୁ ଏକ ସ୍ବତନ୍ତ୍ର ଉଦ୍‌ଘାଟନୀ ଉତ୍ସବର ଆୟୋଜନ ଫୋରମ ମାର୍ଟ ସପ୍‌ ନଂ. ୫ରେ କରାଯାଇଥିଲା। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଦିବ୍ୟାଦିଶା ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଲୋକପ୍ରିୟ ଓଡ଼ିଆ ଆଙ୍କର ଓ ଅଭିନେତା ସୁଜିତ ପାଇକରାୟଙ୍କ ସମେତ ଆଉଟ୍‌ଲେଟ୍‌ର ସ୍ବତ୍ୱାଧିକାରୀ ବିଶ୍ୱଜିତ ମହାନ୍ତି ଏବଂ ରାଜେଶ ପଟ୍ଟନାୟକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।
ଉଲ୍ଲେଖଯୋଗ୍ୟ, ଆଭୂଷଣ ଫ୍ୟାଶନ ଜୁଏଲର୍ସରେ ସବୁ ବର୍ଗର ୧ ଗ୍ରାମ୍‌ ଗୋଲ୍‌ଡ ଅଳଙ୍କାର ସାଙ୍ଗକୁ ଉଭୟ ଘରୋଇ ଓ ପାର୍ଟିଭିତ୍ତିକ ଫ୍ୟାଶନ ଗହଣାର ବ୍ୟାପକ ସମ୍ଭାର ଉପଲବ୍ଧ। ୩୫୦୦ ବର୍ଗ ଫୁଟ ପରିବ୍ୟାପ୍ତ ଅଞ୍ଚଳରେ ଗଢ଼ି ଉଠିଥିବା ଏହି ଶୋ’ରୁମ୍‌ରେ ୫୦ ଟଙ୍କାରୁ ଆରମ୍ଭକରି ପ୍ରାୟ ୨୫,୦୦୦ ଟଙ୍କା ମୂଲ୍ୟର ୧ ଗ୍ରାମ୍‌ ଗୋଲ୍‌ଡ ଆଣ୍ଡ ଫ୍ୟାଶନ ଗହଣା ଉଭୟ ପୁରୁଷ ଓ ମହିଳା ଏପରିକି ଶିଶୁମାନଙ୍କ ପାଇଁ ମଧ୍ୟ ଭିନ୍ନ ଭିନ୍ନ ଡିଜାଇନର ଅଳଙ୍କାର ଉପଲବ୍ଧ ରହିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories