www.samajalive.in
Monday, December 15, 2025
14.1 C
Bhubaneswar

ମାଲକାନଗିରି ଏସ୍‌ପିଙ୍କ ନିକଟରେ ନାବାଳକ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ମାଲକାନଗିରି ଏସ୍‌ପିଙ୍କ ନିକଟରେ ବୁଧବାର ଆତ୍ମସମର୍ପଣ କରିଛନ୍ତି ଜଣେ ଛତିଶଗଡ଼ି ନାବାଳକ ମାଓବାଦୀ। ଆତ୍ମସମର୍ପଣ କରିଥିବା ମାଓବାଦୀ ହେଉଛନ୍ତି ମୁକେଶ କୋଷା। ସେ ସୁକୁମା ଜିଲା ସିଲ୍ଲଗେର ଗ୍ରାମର ଅଧିବାସୀ। ୨୦୨୩ରେ ସେ ମାଓ ସଂଗଠନରେ ସାମିଲ ହୋଇଥିଲେ। ଦୀର୍ଘ ୮ମାସ ହେବ ମାଓ ସଂଗଠନରେ କାର୍ଯ୍ୟ କରି ବହୁ ହିଂସା କାଣ୍ଡରେ ସାମିଲ ଥିଲେ। ତାଙ୍କୁ ରାଜ୍ୟ ସରକାରଙ୍କ ଆତ୍ମସମର୍ପଣ ନୀତି ଅନୁସାରେ ୨ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରି ଥଇଥାନ ଲାଗି ପଦକ୍ଷେପ ନିଆଯିବ ବୋଲି ଡିଆଇଜି ଚରଣ ସିଂହ ମୀନା କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories