www.samajalive.in
Monday, December 8, 2025
13.1 C
Bhubaneswar

ବଜ୍ରପାତରେ ଯୁବକ ମୃତ

ବାସୁଦେବପୁର: ଧାମରା କରଞ୍ଜମାଳ ପଞ୍ଚାୟତ ଶଶିକାଦେଇପୁର ଗାଁରେ ଅଘଟଣ। ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଯୁବକର ଜୀବନ ଯାଇଛି। ମୃତ ଯୁବକ ଜଣକ ଶଶିକାଦେଇପୁର ଗାଁର ଦୀପକ ବାରିକଙ୍କ ପୁଅ ସୌମ୍ୟରଂଜନ (୨୨) ବୋଲି ସୂଚନା ମିଳିଛି। ସଜ୍ଞାହୀନ ଅବସ୍ଥାରେ ପରିବାର ପକ୍ଷରୁ ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories