www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ୱର ରୁଚିକା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୬ ଦୋକାନ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ରୁଚିକା ମାର୍କେଟରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ମାର୍କେଟରେ ଥିବା ୬ଟି ଦୋକାନ ଜଳିଯାଇଛି। ସୂଚନାପାଇ ନିଆଁ ଲିଭାଇବା ପାଇଁ ୩ଟି ଦମକଳ ଗାଡି ପହଞ୍ଚିଛି। କେଉଁ କାରଣରୁ ଅଗ୍ନିକାଣ୍ଡ ଘଟିଥିଲା ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories