www.samajalive.in
Monday, December 8, 2025
27.1 C
Bhubaneswar

ବସ୍‌ ଦୁର୍ଘଟଣାରେ ୨୮ ପାକିସ୍ତାନ ତୀର୍ଥଯାତ୍ରୀ ମୃତ

ତେହରାନ : ଇରାନରେ ଏକ ବସ୍‌ ଦୁର୍ଘଟଣାରେ ୨୮ଜଣ ପାକିସ୍ତାନୀ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ହୋଇଛି। ପାକିସ୍ତାନର ସିହା ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ଇରାକର ଆରବାଇନ ଅଭିମୁଖେ ଯାଉଥିବାବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଇରାନର ୟାଜଦ୍‌ ପ୍ରଦେଶରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ଟିରେ ମୋଟ ୫୧ଜଣ ଯାତ୍ରୀ ଥିବାବେଳେ ୨୩ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୧୪ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାର କାରଣ ଜଣାପଡି ନାହିଁ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories