www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି.. ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଉତ୍ତର ରଖି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଜେନା..

ସିମ୍‌ ବକ୍ସ ମାମଲା.. ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କ ସାମ୍ବାଦିକ ସମ୍ମିଳନୀ.. ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ଆସାଦୁର ଜମାନର ଫଟୋ ଜାରି କରିଛି କମିଶନରେଟ ପୁଲିସ.. ତାକୁ ଶୀଘ୍ର ଧରିବାକୁ ଯୋଜନା କରାଯାଇଛି, ସେ ବାଂଲାଦେଶ ଢାକାରେ ରହି ଆତଙ୍କୀ ନେଟୱାର୍କ ଚଲାଉଥିଲା..

- Advertisement -

କଲକାତା ଘଟଣାରେ ପଶ୍ଚିମବଙ୍ଗ ପୁଲିସର ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ସର୍ବୋଚ୍ଚ ଅଦାଲତ.. ବ୍ୟବଚ୍ଛେଦ ପରେ ମାମଲା ରୁଜୁ ହେବା ଅତ୍ୟନ୍ତ ଆଶ୍ଚର୍ଯ୍ୟଚକିତ.. ଯଦି ସ୍ୱାଭାବିକ ମୃତ୍ୟୁ ହୋଇଥିଲା ତେବେ ଶବ ବ୍ୟବଚ୍ଛେଦ କାହିଁକି କରାଗଲା.. ଗତ ୩୦ବର୍ଷ ଭିତରେ ଏଭଳି ଅବହେଳା କେବେ ଦେଖିନଥିବା କହିଲେ ଜଷ୍ଟିସ୍‌‌ ପାରଦିୱାଲା..

ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଅଲିମ୍ପିକ୍ସ ବିଜୟୀ ଭାରତୀୟ ହକି ଦଳ.. ଟିମ୍‌ ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ.. ଓଡ଼ିଶାର ସହଯୋଗ ଯୋଗୁଁ ଭାରତୀୟ ହକି ତାର ହୃତ ଗୌରବ ଫେରିପାଇଛି କହିଲେ ଖେଳାଳି..

ସେପ୍ଟେମ୍ବରରେ ଚମକିବ ଏହି ରାଶି ଭାଗ୍ୟ: ହଠାତ୍‌ ମିଳିବ ଧନ..

ଗଣତନ୍ତ୍ର ବଞ୍ଚାଅ, ସମ୍ବିଧାନ ବଞ୍ଚାଅ.. ରାହୁଲ ଗାନ୍ଧୀଙ୍କ ଆହ୍ୱନରେ ଇଡି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ.. ଇଡି ଓ ସିବିଆଇର କାର୍ଯ୍ୟକାଳକୁ ନେଇ ପ୍ରଶ୍ନ ଉଠାଇ ଧାରଣା..

ଖୋଲିଲା ହୀରାକୁଦର ୬ଟି ଗେଟ୍‌.. ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଖୋଲାଗଲା ଗେଟ୍‌..

ଭିଜିଲାନ୍ସ ଜାଲରେ ପଡିଲେ କୃଷି ବିଭାଗ ଲାଵ ଆସିଷ୍ଟାଣ୍ଟ.. ୫୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ..

ଚିକିଟି ମଦ ମୃତ୍ୟୁ ମାମଲାର ତଦନ୍ତ କରିବେ ଆରଡିସି.. କହିଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ.. ଦୁଇ ମାସ ମଧ୍ୟରେ ଆସିବ ତଦନ୍ତ ରିପୋର୍ଟ, ଚୋରା ମଦ ବନ୍ଦ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ କହିଲେ ମନ୍ତ୍ରୀ..

ସିମ୍‌ ବକ୍ସ ମାମଲା ; ପୁଲିସ ହାତରେ ସାଂଘାତିକ ତଥ୍ୟ

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories