www.samajalive.in
Tuesday, December 9, 2025
16.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ସମ୍ବଲପୁର ଲୋକସଭା ନିର୍ବାଚନରେ ଅନିୟମିତତା ହୋଇଥିବା ଅଭିଯୋଗ ସଂକ୍ରାନ୍ତ ମାମଲାରେ ଉଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ସମ୍ବଲପୁର ଆସନରେ ସ୍ଵାଧୀନ ଭାବେ ପ୍ରତିଦ୍ଵନ୍ଦ୍ଵିତା କରି ପରାଜିତ ହୋଇଥିବା ପ୍ରାର୍ଥୀ ସୁବାସ ମହାପାତ୍ର ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ଏକ ପିଟିସନ ଦାୟର କରିଥିଲେ। ତାହାକୁ ଆଧାର କରି ହାଇକୋର୍ଟ ନିର୍ବାଚିତ ପ୍ରାର୍ଥୀ ଧର୍ମେନ୍ଦ୍ରଙ୍କୁ ନୋଟିସ ଜାରି କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories