www.samajalive.in
Saturday, December 6, 2025
15.1 C
Bhubaneswar

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକଙ୍କ ମୃତ୍ୟୁ

କଟକ: କଟକ ନିଶ୍ଚିନ୍ତକୋଇଲି ବ୍ଲକ ହାଣ୍ଡିଭଙ୍ଗା ଗାଁରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଭାବଗ୍ରାହୀ ମଲ୍ଲିକ ବୋଲି ଜଣାପଡିଛି। ଆଜି ସକାଳୁ ଭାବଗ୍ରାହୀ କୌଣସି କାମରେ ଘରୁ ବାହାରି ବଜାରକୁ ଯାଇଥିଲେ। ହେଲେ ଫେରିବା ସମୟରେ ରାସ୍ତାରେ ଛିଣ୍ଡି ପଡିଥିବା ଏକ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ବିଦ୍ୟୁତ୍ ବିଭାଗର ଅବହେଳା ଯୋଗୁଁ ଏଭଳି ଅଘଟଣ ଘଟିଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories