www.samajalive.in
Saturday, December 6, 2025
26.1 C
Bhubaneswar

ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲେଶ୍ୱର : ବାଲେଶ୍ୱର ଭୋଗରାଇ ବ୍ଲକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ସକାଳୁ ବନ୍ଦ କୋଠରୀରୁ ମିଳିଛି ଜଣେ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ । ମୃତ ଯୁବତୀ ଜଣକ ମୋନାଲିସା ହେମ୍ବ୍ରମ। ସେ ଭୋଗରାଇ ବ୍ଲକରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କ ଘର ବାରିପଦା ବୋଲି ଜଣାପଡିଛି । ସେ ଭୋଗରାଇ ବ୍ଲକରେ ଭଡା ଘରେ ରହୁଥିବା ବେଳେ ସକାଳେ ଦୀର୍ଘ ସମୟ ପର୍ଯ୍ୟନ୍ତ ଘରର କବାଟ ଖୋଲା ଯାଇନଥିଲା । ପଡୋଶୀମାନେ ଏନେଇ ପୁଲିସକୁ ଖବର ଦେଇଥିଲେ । ପୁଲିସ କବାଟ ଭାଙ୍ଗି ମୋନାଲିସାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି । ଏହା ହତ୍ୟା କି ଆତ୍ମହତ୍ୟା ତାହାର ସ୍ପଷ୍ଟତା ମିଳି ନାହିଁ ।

ତାମିଲ, କନ୍ନଡ ପରେ ହିନ୍ଦୀରେ ଏହି ଦିନ ରିଲିଜ୍‌ ହେବ ତଙ୍ଗଲାନ,କରିବ ଜବରଦସ୍ତ ଧମାକା..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories