www.samajalive.in
Friday, December 5, 2025
20.1 C
Bhubaneswar

ଇଞ୍ଜିନିୟର ଡ. ପ୍ରଭାକର ସ୍ଵାଇଁ ପାଇବେ କଳିଙ୍ଗ ଭାରତୀ ସଂସ୍କୃତି ସଙ୍ଗଠକ ସମ୍ମାନ

କଟକ: ବିଶିଷ୍ଟ ସାରସ୍ଵତ ସଙ୍ଗଠକ ସାରଳା ସାହିତ୍ୟ ସଂସଦର ସଭାପତି ଇଞ୍ଜିନିୟର ଡ. ପ୍ରଭାକର ସ୍ଵାଇଁଙ୍କୁ ପ୍ରଦାନ କରାଯିବ ଚଳିତ ବର୍ଷର କଳିଙ୍ଗ ଭାରତୀ ସଂସ୍କୃତି ସଙ୍ଗଠକ ସମ୍ମାନ। କଟକର ପ୍ରାଚୀନ ସାରସ୍ଵତ ଅନୁଷ୍ଠାନ କଳିଙ୍ଗ ଭାରତୀର ୫୩ତମ ଭଞ୍ଜ ମଣ୍ଡପ ପ୍ରତିଷ୍ଠା ଦିବସ ଅବସରରେ ଅଗଷ୍ଟ ୨୮ ତାରିଖ ସନ୍ଧ୍ୟାରେ ପ୍ରଦାନ କରାଯିବ ଏହି ସମ୍ମାନ। ଉତ୍ସବରେ ଓଡ଼ିଶାର ଅସ୍ମିତା ରକ୍ଷାରେ ଭଞ୍ଜ ଜୟନ୍ତୀ ଓ ଭଞ୍ଜ ମଣ୍ଡପ ଉପରେ ସ୍ମାରକୀ ବକ୍ତୃତା କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି କଳିଙ୍ଗ ଭାରତୀ ପକ୍ଷରୁ ଘୋଷଣା କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories