www.samajalive.in
Tuesday, December 9, 2025
15.1 C
Bhubaneswar

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୪ ଗୁରୁତର: ଦେଖନ୍ତୁ ଭିଡିଓ

ଡେସ୍କ: ଗ୍ଲୋବାଲ ହେକ୍ଟ୍ରାର ଏକ ହେଲିକପ୍ଟର ଶନିବାର ପୁଣେ ଜିଲ୍ଲାର ପୌଡ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଦୁର୍ଘଟଣାର ବୈଷୟିକ କାରଣ ଜଣାପଡ଼ିନାହିଁ। ଏହି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ସମୟରେ ଏହି ଘଟଣା ଘଟିଥିଲା।


ଏଡବ୍ଲ୍ୟୁ ୧୩୯ ନାମକ ଏହି ହେଲିକପ୍ଟରଟି ମୁମ୍ବାଇରୁ ବିଜୟୱାଡ଼ା ଅଭିମୁଖେ ଯାଉଥିବା ବେଳେ ଯାନ୍ତ୍ରିକ ତ୍ରୁଟି ଏବଂ ପ୍ରତିକୂଳ ପାଣିପାଗ କାରଣରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଥିବା ୪ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସେହି ୪ ଜଣ ହେଉଛନ୍ତି କ୍ୟାପଟେନ୍ ଆନନ୍ଦ, ଧୀର ଭାଟିଆ, ଅମରଦୀପ ସିଂ ଏବଂ ଏସପି ରାମ। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories