www.samajalive.in
Monday, December 8, 2025
24.1 C
Bhubaneswar

ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ଵର: ଜୀବନ ହାରିଲେ ବୈଜ୍ଞାନିକ। ଆଇଏଲଏସ୍ ବୈଜ୍ଞାନିକ ସନ୍ଦୀପ୍ ମିଶ୍ରଙ୍କ ଆତ୍ମହତ୍ୟା। ଭୁବନେଶ୍ଵର ସତ୍ୟନଗର ଘରୁ ବୈଜ୍ଞାନିକ ସନ୍ଦୀପ୍ ମିଶ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଏକ ଘରୋଇ ହସ୍ପିଟାଲରେ ସନ୍ଦୀପଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଶବ ବ୍ୟବଚ୍ଛେଦ ପାଇଁ ତାଙ୍କ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି। ସ୍ତନ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା। ତେବେ ସେ କାହିଁକି ଆତ୍ମହତ୍ୟା ଭଳି  ଚରମ ନିଷ୍ପତ୍ତି ନେଲେ , ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଜାରି ରଖିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories