www.samajalive.in
Monday, December 15, 2025
16.1 C
Bhubaneswar

ବିଲରେ କାମ କରୁଥିଲେ, ସାପ କାମୁଡ଼ିବାରୁ ଚାଲିଗଲା ଜୀବନ

ଗୋପାଳପୁର: ଗୋପାଳପୁର ଥାନା ଅନ୍ତର୍ଗତ ଗଞ୍ଜୁ ଗ୍ରାମରେ ବିଲରେ କାମ କରୁଥିବା ବେଳେ ବିଷାକ୍ତ ସାପ କାମୁଡି ଦେବା ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦଣ୍ଡପାଣି ସେଠୀ(୪୨)। ଦଣ୍ଡପାଣି ରବିବାର ସକାଳେ ନିଜ ବିଲକୁ ଯାଇ କାମ କରୁଥିବା ବେଳେ ଏକ ସାପ ଗୋଡ଼କୁ କାମୁଡ଼ି ଦେଇଥିଲା। ପରିବାର ଲୋକେ ତୁରନ୍ତ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲ ନେଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଘଟଣା ନେଇ ପରିବାର ବର୍ଗଙ୍କ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ ଏକ ଅପମୃତ୍ୟୁ ମାମଲା(୧୫/୨୪) ରୁଜୁ କରିଛି।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories