www.samajalive.in
Saturday, December 6, 2025
26.1 C
Bhubaneswar

ହୀରାକୁଦ ବନ୍ଧର ୨୦ ଫାଟକ ଖୋଲା: ପ୍ରବେଶ କମ୍ , ନିଷ୍କାସନ ଅଧିକ

ସମ୍ବଲପୁର: ଉପରମୁଣ୍ଡରେ ବର୍ଷା ପରେ ଫୁଲୁଛି ହୀରାକୁଦ, ବଢୁଛି ଜଳସ୍ତର। ବର୍ତ୍ତମାନ ହୀରାକୁଦ ବନ୍ଧର ୨୦ଟି ଫାଟକ ଦେଇ ଜଳ ନିଷ୍କାସନ ଜାରି ରହିଛି। ପ୍ରତି ସେକେଣ୍ଡରେ ୩ ଲକ୍ଷ ୧୦ ହଜାର ୩୨୬ ଘନଫୁଟ ଜଳ ପ୍ରବେଶ କରୁଥିବାବେଳେ  ୩ଲକ୍ଷ ୫୪ ହଜାର ୫୧୧ ଘନଫୁଟ ଜଳ ନିଷ୍କାସିତ ହେଉଛି।  ଏବେ ହୀରାକୁଦ ଜଳସ୍ତର ୬୨୧.୭୭ ଘନଫୁଟ୍‌ ରହିଛି। ମୁଖ୍ୟବନ୍ଧରୁ ୩,୧୬,୩୬୦ ଘନଫୁଟ, ପାୱାର ଚେନାଲରେ ୩୪,୭୪୪ ଘନଫୁଟ, ଶିଳ୍ପ ବ୍ୟବହାର ପାଇଁ ୨୭୭ ଘନଫୁଟ ଏବଂ କେନାଲରେ ୩,୧୧୪ ଘନଫୁଟ ଜଳ ନିଷ୍କାସନ କରାଯାଉଛି। ଆଜି ଖଇରମାଲ ଷ୍ଟେସନରେ ୩,୬୦,୦୦୦ ଘନଫୁଟ ଜଳ ପ୍ରବାହିତ ହେଉଥିବାବେଳେ ବରମୂଳରେ ୨,୫୫,୦୦୦ ଓ ମୁଣ୍ଡୁଳିରେ ୨,୧୭,୧୫୨ ଘନଫୁଟ ଜଳ ପ୍ରବାହିତ ହେଉଛି। ତେବେ  ତଳିଆ ଅଞ୍ଚଳର ଲୋକେ ସତର୍କ ରହିବାକୁ କୁହାଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ଡ୍ୟାମ୍‌ର ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲାଯାଇଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories