www.samajalive.in
Sunday, December 7, 2025
14.1 C
Bhubaneswar

ସାଲିଆ ସାହିରେ ପୁଣି ଚଢାଉ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱର ସାଲିଆ ସାହି ପାଲଟିଛି ଦେଶ ମଦର ହବ୍‌‌। ଆଜି ପୁଣି ମୁଣ୍ଡା ସାହିରେ ଚଢାଉ କରିଛି ଅବକାରୀ ବିଭାଗ। ଚଢାଉ ବେଳେ ଚୋରା ମଦ ଭାଟି ଠାବ କରିବା ସହ ବ୍ୟାପକ ପରିମାଣର ପୋଚ ଓ ମଦ ନଷ୍ଟ କରିଛି କମିଶନରେଟ ପୁଲିସ। ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶକ୍ରମେ ଚଢାଉକୁ ବ୍ୟାପକ କରାଯାଇଥିଲା। ଘର ଭିତରେ ସୁଡଙ୍ଗ କରି ତିଆରି ହେଉଥିଲା ମଦ। ଗତ ଦୁଇ ଦିନ ତଳେ ସାଲିଆ ସାହିରେ ଚଢାଉ କରି ତିନୋଟି ବେଆଇନ ମଦ ଭାଟିକୁ ନଷ୍ଟ କରିଥିଲା ପୁଲିସ। ଚଢାଉ ବେଳେ ମଧ୍ୟ ହଜାର ହଜାର ଲିଟର ଦେଶୀ ମଦ ଜବତ କରାଯାଇଥିଲା।

 

- Advertisement -

 

Hot this week

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

Related Articles

Popular Categories