www.samajalive.in
Monday, December 8, 2025
27.1 C
Bhubaneswar

ଆଜି ପବିତ୍ର ଜନ୍ମାଷ୍ଟମୀ: ଇସ୍କନ୍ ମନ୍ଦିରରେ ପ୍ରବଳ ଗହଳି

ଭୁବନେଶ୍ଵର: ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର କୃଷ୍ଣ ଜନ୍ମାଷ୍ଟମୀ । ପୌରାଣିକ ଆଖ୍ୟାନ ଅନୁସାରେ ଦ୍ଵାପର ଯୁଗରେ ଭଗବାନ ଶ୍ରୀକୃଷ୍ଣ ଏହି ଦିନ ଜନ୍ମ ନେଇଥିଲେ। କଂସଙ୍କୁ ବଦ୍ଧ କରିବା ନିମନ୍ତେ ଦେବକୀଙ୍କ ଗର୍ଭରୁ ବନ୍ଦୀ ଶାଳା​‌ରେ ମାନବ ରୂପରେ ଜନ୍ମଗ୍ରହଣ କରିଥିଲେ ଭଗବାନ ଶ୍ରୀକୃଷ୍ଣ । ଦେଶ ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବଡ ଆଡମ୍ବର ସହକାରେ ପାଳନ ହେଉଛି ଶ୍ରୀକୃଷ୍ଣ ଜନ୍ମୋତ୍ସବ। ଏଥିପାଇଁ ଭୁବନେଶ୍ଵର ଇସ୍କନ ମନ୍ଦିରରେ ସକାଳୁ ସକାଳୁ ପ୍ରବଳ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି। ସେପଟେ ଭକ୍ତଙ୍କ ଭିଡକୁ ଦୃଷ୍ଟି ରେ ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ତା ଗ୍ରହଣ କରାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories