www.samajalive.in
Monday, December 8, 2025
27.1 C
Bhubaneswar

ଦେଖନ୍ତୁ ଭିଡ଼ିଓ; ଶ୍ରୀକୃଷ୍ଣ ଜନ୍ମଭୂମିରେ ନନ୍ଦଲଲାଙ୍କ ପୂଜାର୍ଚ୍ଚନା

ସମାଜ ଡିଜିଟାଲ ଡେସ୍କ: ଜନ୍ମାଷ୍ଟମୀ ପାଇଁ ଉତ୍ସବ ମୁଖର ମଥୁରା। ଶ୍ରୀକୃଷ୍ଣ ଜନ୍ମଭୂମି ସ୍ଥାନରେ ସ୍ୱତନ୍ତ୍ର ଭାବେ ପୂଜାର୍ଚ୍ଚନା ଚାଲିଛି। ମନ୍ଦିରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୂଜାର୍ଚ୍ଚନା ଓ ଆଳତି କରିଛନ୍ତି। ମଥୁରାରେ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନ କରନ୍ତୁ ଏହି ଭିଡ଼ିଓରେ . . .

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories