www.samajalive.in
Tuesday, December 9, 2025
16.1 C
Bhubaneswar

ମାଲକାନଗିରି ଜିଲ୍ଲାରେ ଘ​‌ରୋଇ ବସ୍ ଚଳାଚଳ ବନ୍ଦ

ମାଲକାନଗିରି: ଆଜିଠୁ ମାଲକାନଗିରି ଜିଲ୍ଲାରେ ଘରୋଇ ବସ୍ ଚଳାଚଳ ବନ୍ଦ। ଲକ୍ଷ୍ମୀ ବସସେବାକୁ ବିରୋଧ କରାଯାଉଛି। ଜିଲ୍ଲାରେ ଚାଲୁଥିବା ଟାୟାର ୨ ଲକ୍ଷ୍ମୀ ବସ୍ ତଥା ବ୍ଲକରୁ ଜିଲ୍ଲା ସଦର ମହକୁମାକୁ ଚଳାଚଳ କରୁଥିବା ଶୀତତାପ ନିୟନ୍ତ୍ରିତ ଲକ୍ଷ୍ମୀବସକୁ ବିରୋଧ କରିଛି ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ। ବସ୍ ଚାଲୁନଥିବାରୁ ଯାତ୍ରୀମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।  ତେବେ ଟାୟାର-୨ ଲକ୍ଷ୍ମୀବସ୍ ଚଳାଚଳ କରିବା ଯୋଗୁଁ ଘରୋଇ ବସରେ ଯାତ୍ରୀମାନେ ଯାଉନାହାଁନ୍ତି। ଫଳରେ ଘରୋଇ ବସ ମାଲିକମାନେ ବହୁ କ୍ଷତି ସହୁଥିବା ଅଭିଯୋଗ ହୋଇଛି। ଲକ୍ଷ୍ମୀ ଏସି ବସ୍ ସେବା ବନ୍ଦ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories