www.samajalive.in
Sunday, December 7, 2025
13.1 C
Bhubaneswar

ଦେଖନ୍ତୁ ଭିଡିଓ ; ସାପକୁ କେମିତି ଆକ୍ରମଣ କରୁଛି କାଉ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଆଶ୍ଚର୍ଯ୍ୟ କରିବା ଭଳି ଏକ ଭିଡିଓ ଏବେ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି । ଗୋଟିଏ ପକ୍ଷୀ (ଏକ ପ୍ରକାର କାଉ) ଏକ ବିରାଟ ନାଗ ସାପ ସହ ଲଢେଇ କରୁଛି । ଭିଡିଓଟି ଏବେ ସୋସିଆଲ ମିଡିଆରେ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି ।


ଭାଇରାଲ ହେଉଥିବା ଏହି ଭିଡିଓରେ ଦେଖିପାରିବେ, କାଉଟି ବାରମ୍ବାର ସାପ ଉପରେ ଆକ୍ରମଣ କରୁଛି । ନିଜ ପାଟିରେ , ଗୋଡରେ ଆକ୍ରମଣ କରୁଛି । ଏଭଳି କି କାଉଟି ସାପ ପାଟିକୁ ମଧ୍ୟ ଆକ୍ରମଣ କରୁଛି । ଶେଷରେ ସାପଟି ଆତ୍ମସମର୍ପଣ କରୁଥିବା ଦେଖାଯାଉଛି । ଏହି ଭିଡିଓଟିକୁ ଲୋକେ ଦେଖିବାକୁ ପସନ୍ଦ କରିବା ସହ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି ।

ଗୁରୁ ଗ୍ରହ କରିବେ ଓଲଟା ଚଳନ; ୩ ରାଶିଙ୍କ ବଦଳିଯିବ ଭାଗ୍ୟ, କରିବେ ଧନ ବୃଦ୍ଧି..

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories