www.samajalive.in
Monday, December 8, 2025
27.1 C
Bhubaneswar

ଶ୍ୱାସରୁଦ୍ଧରୁ ଦୁଇ ଶ୍ରମିକଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲା କିଶୋରନଗର ଥାନା ଧଉରାପାଲି ଗାଁରେ। ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟ ଜଣେ ପୁରୁଷ ହୋଇଥିବା ସୂଚନା ମିଳିଛି। ପାଇଖାନା ଟାଙ୍କିରେ ପଶି ସେଟ୍ରିଂ ଖୋଲିବା ବେଳେ ଅସୁସ୍ଥ ହୋଇଥିଲେ। ଏହାପରେ ସେମାନଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉଭୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories