www.samajalive.in
Saturday, December 6, 2025
26.1 C
Bhubaneswar

ବାର୍ଡ ଫ୍ଲୁ ; କୁକୁଡା ଚାଷୀଙ୍କୁ ମିଳିବ କ୍ଷତିପୂରଣ

ଭୁବନେଶ୍ୱର : ବାର୍ଡ ଫ୍ଲୁ ପାଇଁ କୁକୁଡା ଚାଷୀଙ୍କୁ ମିଳିବ କ୍ଷତିପୂରଣ। ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପକ୍ଷରୁ ଏହି ସୂଚନା ମିଳିଛି । ଏପର୍ଯ୍ୟନ୍ତ ୩୦ ହଜାର କୁକୁଡାଙ୍କୁ ମରାଯାଇଛି। କ୍ଷତିଗ୍ରସ୍ତ କୁକୁଡା ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଯୋଜନା ହେଉଛି । କୁକୁଡା ଚିଆଁ ପାଇଁ ୨୦ ଟଙ୍କା ଓ କୁକୁଡା ପାଇଁ ୭୦ ଟଙ୍କା କ୍ଷତିପୂରଣ ଦେବାକୁ ଯୋଜନା ରହିଛି ବୋଲି ମନ୍ତ୍ରୀ କହିଛନ୍ତି।

ସେପ୍ଟେମ୍ବରରେ ଗ୍ରହଙ୍କ ମହାଚଳନ ; ଏହି ରାଶିଙ୍କ ବନ୍ଦ ଭାଗ୍ୟର ତାଲା ଖୋଲିବ, ହେବ ଧନବର୍ଷା..

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories