www.samajalive.in
Tuesday, December 9, 2025
16.1 C
Bhubaneswar

କଟକରେ ସର୍ବାଧିକ ଶିଳ୍ପ ବନ୍ଦ- ଉତ୍ତର ରଖିଲେ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ୧୫ହଜାର ୩୧୫ ପଞ୍ଜୀକୃତ ଶିଳ୍ପ ବନ୍ଦ ରହିଛି। ସେଥିମଧ୍ୟରୁ କଟକରେ ସର୍ବାଧିକ ୨୪୦୨ ଓ ସୁନ୍ଦରଗଡ ଜିଲାରେ ୨୦୨୦ ଶିଳ୍ପ ବନ୍ଦ ରହିଥିବା ସୂଚନା ଦିଆଯାଇଛି। ଏନେଇ ବିଧାନସଭାରେ ଉତ୍ତର ଦେଇଛନ୍ତି ଏମ୍‌‌ଏସ୍‌‌ଏମ୍‌‌ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ଖୋର୍ଦ୍ଧା ଜିଲାରେ ୧୫୦୪ ପଞ୍ଜୀକୃତ ଶିଳ୍ପ ବନ୍ଦ ରହିଥିବା ମନ୍ତ୍ରୀ କହିଛନ୍ତି। ଉଦ୍ୟମ ପୋର୍ଟାଲରେ ୮ଲକ୍ଷ ୬୦ହଜାର ୬୪୯ ଅଣୁ ଶିଳ୍ପ ପଞ୍ଜୀକୃତ, ୧୪ହଜାର ୫୦୩ କ୍ଷୁଦ୍ର ଶିଳ୍ପ, ୧୦୮୧ ମଧ୍ୟମ ଉଦ୍ୟୋଗ ଶିଳ୍ପ ପଞ୍ଜୀକୃତ ହୋଇଥିଲା। ସେଥିରୁ ବିଭିନ୍ନ କାରଣରୁ ମୋଟ ୧୫ହଜାର ୩୧୫ ଶିଳ୍ପ ବନ୍ଦ ରହିଥିବା ମନ୍ତ୍ରୀ କହିଛନ୍ତି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories