www.samajalive.in
Monday, December 8, 2025
13.1 C
Bhubaneswar

ବଦଳିଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ନୂଆ ଦାୟିତ୍ଵ ନେଲେ ଦେବବ୍ରତ ସାହୁ

ସମାଜ ଡିଜିଟାଲ ଡେସ୍କ: ପୁରୀ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକଙ୍କୁ ବଦଳି କରାଯାଇଛି। ପୂର୍ବରୁ ଉନ୍ନୟନ ପ୍ରଶାସକ ଥିବା ଅଜୟ ଜେନାଙ୍କୁ ବଦଳି କରାଯାଇ ତାଙ୍କ ସ୍ଥାନରେ ନୂତନ ଭାବେ ଦେବବ୍ରତ ସାହୁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଦୀପ୍ତିରଞ୍ଜନ ସେଠୀଙ୍କୁ ଶ୍ରୀମନ୍ଦିର ରାଜସ୍ଵ ଉପପ୍ରଶାସକ ଭାବେ ନିଯୁକ୍ତି ମିଳିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories