www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ଏକାଦଶୀରେ ହେଉଛି ଅତ୍ୟନ୍ତ ଶୁଭ ସଂଯୋଗ; ଏହି ୫ ରାଶିଙ୍କ ଚମକିବ ଭାଗ୍ୟ, ହେବ ବଡ ଲାଭ..

ଗୁରୁବାର, ଅଗଷ୍ଟ ୨୯ରେ ଏକାଦଶୀରେ ସିଦ୍ଧି ଯୋଗ ସହ ଅନେକ ଶୁଭ ଯୋଗ ସୃଷ୍ଟି ହେଉଛି । ଏହାସହ ଭଗବାନ ବିଷ୍ଣୁଙ୍କୁ ସମର୍ପିତ ଏକାଦଶୀ ଗୁରୁବାର ଦିନ ପଡିବା ଅତ୍ୟନ୍ତ ଶୁଭ ବୋଲି ମାନ୍ୟତା ରହିଛି । ଏହାଦ୍ୱାରା ପ୍ରଭୁଙ୍କ ବିଶେଷ କୃପା ପ୍ରାପ୍ତି ହୋଇଥାଏ । ତେବେ ଜାଣନ୍ତୁ ଏହି ଶୁଭ ଯୋଗ ଫଳରେ କେଉଁ ରାଶି ବ୍ୟକ୍ତି ବିଶେଷଙ୍କୁ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ ।

ମେଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଭଗବାନ ବିଷ୍ଣୁଙ୍କ ଆଶୀର୍ବାଦ ପ୍ରାପ୍ତି ହେବ । ଧନ-ସମ୍ପତ୍ତି ବୃଦ୍ଧି ହେବ । ସହଜରେ କାମ ପୂରଣ ହେବ । ନୂତନ ଚାକିରିର ଯୋଗ ରହିଛି । ବ୍ୟବସାୟରେ ସଫଳତା ମିଳିବ । ସନ୍ଧ୍ୟାରେ ମନ୍ଦିର ଯାଇ ଦର୍ଶନ କରନ୍ତୁ।

- Advertisement -

କର୍କଟ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ମାନ-ସମ୍ମାନ,ଯଶ ପ୍ରାପ୍ତି ହେବ । ପରିଶ୍ରମ କରି ସଫଳତା ପାଇବେ । ପରିବାରରେ ହସଖୁସିର ବାତାବରଣ ରହିବ।

ଅଧିକ ଘୁଙ୍ଗୁଡି ମାରୁଥିଲେ ହୋଇପାରେ ଗଳା କର୍କଟ; ଜାଣନ୍ତୁ କେମିତି ଦୂର ହେବ ସମସ୍ୟା..

ସିଂହ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ନୂଆ ସ୍ରୋତରୁ ଆୟ ହେବ । ଦୀର୍ଘ ଦିନର ସମସ୍ୟା ଦୂର ହେବ । ବ୍ୟବସାୟୀ ଲାଭବାନ୍‌ ହେବେ । ମନସ୍କାମନା ପୂରଣ ହେବ । ପରିଜନଙ୍କ ସହଯୋଗ ମିଳିବ।

ତୁଳା – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଶାନ୍ତି ମିଳିବ। ଦୀର୍ଘ ଦିନରୁ ଅଟକି ଥିବା କାମ ପୂରଣ ହେବ । ବ୍ୟବସାୟୀ ଓ ଚାକିରି କରିଥିବା ବ୍ୟକ୍ତି ବିଶେଷ ଲାଭବାନ୍‌ ହେବେ । ଅଟକି ଥିବା ଧନ ମିଳିବ।

ମକର- ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଶୁଭ ଖବର ମିଳିବ । ଟଙ୍କା ପଇସାରେ ଲାଭ ମିଳିବ । ସଫଳତା ପ୍ରାପ୍ତି ହେବ।

 

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories