www.samajalive.in
Monday, December 8, 2025
24.1 C
Bhubaneswar

ଆଗାମୀ ୩ ଘଣ୍ଟା ଭୁବନେଶ୍ୱରରେ ପ୍ରବଳ ବର୍ଷିବ; ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆଗାମୀ ୩ ଘଣ୍ଟା ପାଇଁ ଭୁବନେଶ୍ୱରରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆଜି ଏକାଦଶୀରେ ହେଉଛି ଅତ୍ୟନ୍ତ ଶୁଭ ସଂଯୋଗ; ଏହି ୫ ରାଶିଙ୍କ ଚମକିବ ଭାଗ୍ୟ, ହେବ ବଡ ଲାଭ..

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories