www.samajalive.in
Sunday, December 7, 2025
15.1 C
Bhubaneswar

ବିଧାନସଭା ୪ଟା ଯାଏଁ ମୁଲତବୀ, ବିରୋଧୀଙ୍କ ମୁଲତବୀ ପ୍ରସ୍ତାବ ଗ୍ରହଣ ନକରିବାରୁ ହୋହାଲ୍ଲା

ଭୁବନେଶ୍ୱର: ବିଧାନସଭା ପ୍ରଶ୍ନକାଳ ସୁରୁଖୁରୁରେ ଚାଲିବା ପରେ ଶୂନ୍ୟକାଳରେ ବିରୋଧୀ ସଦସ୍ୟ ହୋହାଲ୍ଲା କରିଛନ୍ତି। ବାଚସ୍ପତି ବିରୋଧୀଙ୍କ ମୁଲତବୀ ପ୍ରସ୍ତାବ ଗ୍ରହଣ କରିନଥିବାରୁ ହୋହାଲ୍ଲା କରିବା ସହ ପୋଡିୟମ ପାଖରେ ନାରାବାଜି କରିବାକୁ ଗୃହ ୪ଟା ଯାଏଁ ମୁଲତବୀ ରଖାଯାଇଛି। ଗୃହରେ ବିଜେଡିକୁ କହିବାକୁ ସୁଯୋଗ ଦିଆଯାଉନଥିବା ଅଭିଯୋଗ କରିଛନ୍ତି ବିରୋଧୀ ସଦସ୍ୟ। ବିଭିନ୍ନ ବ୍ଲକରେ ବିକାଶ କାମ ଠପ୍‌‌ ହୋଇଛି। ଏନେଇ ଗୃହରେ ଆଲୋଚନା କରିବାକୁ ବିଜେଡି ସଦସ୍ୟମାନେ ମୁଲତବୀ ପ୍ରସ୍ତାବ ଦେଇଥିଲେ। ସେପଟେ କଂଗ୍ରେସ ସଦସ୍ୟମାନେ ସଂରକ୍ଷଣ ପ୍ରସଙ୍ଗ ଉଠାଇ ନାରାବାଜି କରିଥିଲେ। ଫଳରେ ବାଚସ୍ପତି ଗୃହକୁ ୪ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories