www.samajalive.in
Monday, December 8, 2025
14.1 C
Bhubaneswar

କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ ଖର୍ଚ୍ଚ ୧୫କୋଟି

ଭୁବନେଶ୍ୱର: କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାରରେ ଖର୍ଚ୍ଚ ହୋଇଛି ୧୫କୋଟି ଟଙ୍କା। ଗତ ୫ବର୍ଷରେ ପ୍ରଚାର ପାଇଁ ମୋଟ ୪୫୨କୋଟି ୯୬ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା। ଆଜି ବିଧାନସଭାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪ ନିର୍ବାଚନ ବିଜ୍ଞାପନ ବାବଦକୁ ପାଣ୍ଡିଆନଙ୍କ ଫଟୋ ପାଇଁ ଖର୍ଚ୍ଚ ହୋଇଛି ୧୫କୋଟି ୨୬ଲକ୍ଷ ୯୧ହଜାର ଟଙ୍କା। କାର୍ତ୍ତିକ ପାଣ୍ଡିଆନ ୫ଟି ଅଧ୍ୟକ୍ଷ ହେବା ପରେ ଖବରକାଗଜରେ ବିଜ୍ଞାପନ ଓ ଫଟୋ ବାବଦକୁ ପୂର୍ବ ସରକାର ରାଜକୋଷରୁ ଏହି ଅର୍ଥରାଶି ଖର୍ଚ୍ଚ କରିଥିବା ଜଣାପଡିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories