www.samajalive.in
Monday, December 8, 2025
24.1 C
Bhubaneswar

ଆଜି ବି କମ୍ପିବ ବିଧାନସଭା

ଭୁବନେଶ୍ଵର: ଆଜି ବିଧାନସଭାର ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ନବମ ଦିନ । ଆଜି ବି ସରଗରମ ରହିପାରେ ବିଧାନସଭା। ଗୃହରେ ବିଦ୍ୟାଳୟ, ଗଣଶିକ୍ଷା, ଉଚ୍ଚଶିକ୍ଷା , ଶିଳ୍ପ, ଅନୁସୂଚିତ ଜନଜାତି ଭଳି ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଉଠାଇବେ । ତେବେ ଅପରାହ୍ନରେ ଶିଳ୍ପ, ଏମଏସେମି ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ରହିଛି। ଏହାସହ ବିରୋଧୀ ମୁଲତବୀ ପ୍ରସ୍ତାବ ଆଣିବେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories