www.samajalive.in
Sunday, December 7, 2025
26.1 C
Bhubaneswar

ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ୍‌‌

ସମାଜ ଡିଜିଟାଲ ଡେସ୍କ: ପୁଣି ସଂଶୋଧନ ହେବ ୨୦୨୦ ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍‌‌। ଏନେଇ ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ। ମନ୍ତ୍ରୀ କହିଛନ୍ତି ଯେ ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ ବ୍ୟବସ୍ଥା ରହିବ। ଏହାଦ୍ୱାରା ବିଶ୍ୱବିଦ୍ୟାଳୟର ସ୍ୱତନ୍ତ୍ରତା ବଜାୟ ରହିବ। ବିଶ୍ୱବିଦ୍ୟାଳୟଗୁଡିକୁ ନିଯୁକ୍ତି କ୍ଷମତା ଦିଆଯିବାକୁ ବିଚାର ଚାଲିଥିବା ମନ୍ତ୍ରୀ ଗୃହରେ କହିଛନ୍ତି। ୧୯୮୯ ବିଶ୍ୱବିଦ୍ୟାଳୟ ଆଇନକୁ ବିଜେଡି ସରକାର ୨୦୨୦ ନଭେମ୍ବରରେ ସଂଶୋଧନ କରିଥିଲେ। ଏବେ ଏହାକୁ ପୁଣି ସଂଶୋଧନ କରାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories