www.samajalive.in
Monday, December 8, 2025
27.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆଜି କୋରାପୁଟ ଓ ଗଜପତି ଜିଲ୍ଲାରେ ସ୍କୁଲ ଛୁଟି : ବର୍ଷା ପାଇଁ ରେଡ୍ ସତର୍କତା ଥିବାରୁ ଉଭୟ ଜିଲ୍ଲାରେ ସ୍କୁଲ ଛୁଟି..

ସ୍କୁଲ ଛୁଟି ସହ କୋରାପୁଟରେ ବନ୍ଦ ରହିବ ସମସ୍ତ ଅଙ୍ଗନବାଡି କେନ୍ଦ୍ର..

- Advertisement -

ଆସୁଛି ବଡ ବର୍ଷା : ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷିବ..

ଆଜି ପାଇଁ ଦକ୍ଷିଣ ଓ ଉପକୂଳ ଓଡିଶା ପାଇଁ ଜାରି ହେଲା ସତର୍କ ସୂଚନା, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ରେଡ୍ ସତର୍କତା..

୧୭ ଜିଲ୍ଲାକୁ ବି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା..

ଆଜି ଗୁରୁତ୍ଵପୂର୍ଣ୍ଣ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ..

ଜାଣନ୍ତୁ ସେପ୍ଟେମ୍ବର ମାସର ସୌଭାଗ୍ୟଶାଳୀ ରାଶି, ଗ୍ରହଙ୍କ ଚଳନ ଚମକାଇବ ଭାଗ୍ୟ,ହଠାତ୍‌ ମିଳିବ ଧନ,ସୁଖମୟ ଜୀବନ..

ଶ୍ରୀମନ୍ଦିର ପାଇଁ ୩୮୬ କୋଟି ଟଙ୍କାର ବଜେଟ୍ ଉପରେ ବାଜିପାରେ ମୋହର..

ମହାପ୍ରଭୁଙ୍କ ପାଇଁ ନୂଆ ଅଳଙ୍କାର ସେଟ୍ ନିର୍ମାଣ ନେଇ ହେବ ଆଲୋଚନା..

ବିଜେଡିରୁ ବହିଷ୍କୃତ ସସ୍ମିତା ମାଝୀ ଗିରଫ..

ଚାକିରି ଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ..

ପାଣ୍ଡିଆନଙ୍କ ସମ୍ପର୍କୀୟ କହି ଲକ୍ଷାଧିକ ଟଙ୍କା ଠକେଇ କରିଥିଲେ..

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ କ୍ଷେତ୍ର, କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ପରିଣତ ହେଲା..

ପଶ୍ଚିମ -ଉତ୍ତର ପଶ୍ଚିମ ଆଡକୁ ମୁହାଁଇବ ଲଘୁଚାପ କ୍ଷେତ୍ର , ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୂଳକୁ ଗତି କରିବ..

ଆଗାମୀ ୩୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତ ସମ୍ଭାବନା..

ଦେଖନ୍ତୁ ଭିଡିଓ; ଉଡିଯିବ ହୋସ୍‌, କେମିତି ତିଆରି ହୁଏ ଏହି ଆମ୍ବ ଜୁସ୍‌..

ଆରମ୍ଭ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ: ଆଗତ ହେବ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ଅଟକଳ..

ଭୁବନେଶ୍ଵର: କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ଗୋପବନ୍ଧୁ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ଯୋଜନା ବଳବତ୍ତର..

ସମୟ ସୀମା ୧ ବର୍ଷ ବୃଦ୍ଧି କଲେ ରାଜ୍ୟ ସରକାର..

ପୁଣି ସଂଶୋଧନ ହେବ ବିଶ୍ୱବିଦ୍ୟାଳୟ ଆଇନ୍‌‌..

ବିଧାନସଭାରେ ଉତ୍ତର ରଖିଲେ ଉଚ୍ଚଶିକ୍ଷା ମନ୍ତ୍ରୀ..

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଆଉ ୪ଟି ଗେଟ୍: ବର୍ତ୍ତମାନ ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ..

ମହାନଦୀକୁ ଡେଇଁଲେ ନାବାଳିକା..

ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିବା ସନ୍ଦେହ, କାରଣ ଅସ୍ପଷ୍ଟ.

ଅଗ୍ନିଶମ ବାହିନୀ ଦ୍ୱାରା ନାବାଳିକା ଉଦ୍ଧାର, ମେଡିକାଲରେ ଭର୍ତ୍ତି..

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories