www.samajalive.in
Saturday, December 6, 2025
16.1 C
Bhubaneswar

ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର

ଭୁବନେଶ୍ୱର : ନବୀନ ସରକାରଙ୍କ ‘ନୂଆ ଓ’ କାର୍ଯ୍ୟକ୍ରମ ବନ୍ଦ କଲେ ମୋହନ ସରକାର । ଆରମ୍ଭ ହେବ ଫାଇନାନସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ । ସରକାର ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବେ । ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି କାର୍ଯ୍ୟ ଚାଲିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂୂରଜ। ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନର ଉତ୍ତର ରଖି ବିଧାନସଭାରେ ଶୁକ୍ରବାର ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ଉତ୍ତର ରଖିଛନ୍ତି । ଏହାସହ ପିଜି-ୟୁଜି ପିଲାଙ୍କୁ ଆର୍ଥିକ ସହାୟତା ଦେବା ପାଇଁ ନୂଆ ଯୋଜନା ଆସିବା ସହ ପ୍ରସ୍ତୁତି ଚାଲୁ ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଜାଣନ୍ତୁ ସେପ୍ଟେମ୍ବର ମାସର ସୌଭାଗ୍ୟଶାଳୀ ରାଶି, ଗ୍ରହଙ୍କ ଚଳନ ଚମକାଇବ ଭାଗ୍ୟ,ହଠାତ୍‌ ମିଳିବ ଧନ,ସୁଖମୟ ଜୀବନ..

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories