www.samajalive.in
Saturday, December 6, 2025
14.1 C
Bhubaneswar

ରାଜ୍ୟରେ ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟର ସବୁ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ଏନେଇ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି। ବର୍ତ୍ତମାନ ହୀରାକୁଦକୁ ୧.୩୦ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଥିବାବେଳେ ୬୦ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି। ଆସନ୍ତାକାଲି (ଶନିବାର) ଖଇରମାଳରେ ୨ଲକ୍ଷରୁ ଅଢେଇ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ। ବ୍ରାହ୍ମଣୀରେ ବନ୍ୟାଜଳ କମୁଥିବା ବେଳେ ବର୍ତ୍ତମାନ ଗୋଟିଏ ଗେଟ୍‌‌ ଦେଇ ଜଳ ନିଷ୍କାସନ ହେଉଥିବା ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories