www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପିରେ ମିଶିଲେ ଚମ୍ପାଇ ସୋରେନ

ରାଞ୍ଚି: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ବିଜେପିରେ ସାମିଲ ହୋଇଛନ୍ତି। ଶୁକ୍ରବାର ରାଞ୍ଚିରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ପଦ୍ମ ଧରିଛନ୍ତି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଓ ଝାଡ଼ଖଣ୍ଡ ବିଜେପି ସଭାପତି ବାବୁଲାଲ ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୮ ତାରିଖରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରୁ ଇସ୍ତଫା ଦେଇଥିଲେ ଚମ୍ପାଇ। ଏହାପରେ ସେ ଦିଲ୍ଲୀରେ ବିଜେପି ନେତୃତ୍ଵଙ୍କୁ ଭେଟିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories