www.samajalive.in
Monday, December 15, 2025
27.1 C
Bhubaneswar

ମାଟି କାନ୍ଥ ପଡି ଶିଶୁ ପୁତ୍ର ମୃତ, ବାପା ମାଆ ଗୁରୁତର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ତୋଟାସାହିରେ ଅଭାବନୀୟ ଘଟଣା ଘଟିଛି। ମାଟି କାନ୍ଥ ପଡି ଶିଶୁ ପୁତ୍ର ମୃତ, ବାପା ମାଆ ଗୁରୁତର। ମିଳିଥିବା ସୂଚନା ଅନୁଯାୟୀ ଶନିବାର ରାତିରେ ବାପା, ମାଆ ଏବଂ ଅଢେଇ ବର୍ଷର ଶିଶୁ ପୁତ୍ର ଘରେ ଶୋଇଥିଲେ। ହଠାତ୍ କୌଣସି କାରଣରୁ ଘରର କାନ୍ଥ ସେମାନଙ୍କ ଉପରେ ପଡିଯାଇଥିଲା।ଘଟଣାସ୍ଥଳରେ ଶିଶୁ ପୁତ୍ରର ମୃତ୍ୟୁ ଘଟିଥିଲା। ଚିତ୍କାର ଶୁଣି ତୁରନ୍ତ ପଡୋଶୀ ଲୋକ ଘଟଣାସ୍ଥଳକୁ ଆସି ଦମ୍ପତିଙ୍କୁ ଉଦ୍ଧାର କରି ଭଞ୍ଜନଗର ମେଡ଼ିକାଲରେ ଭର୍ତି କରିଥିଲେ। ମୃତ ଶିଶୁ ଜଣକ ହେଉଛନ୍ତି ବସନ୍ତ ପ୍ରଧାନଙ୍କ ପୁଅ ରିଷି ପ୍ରଧାନ। ତେବେ ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ଦିନ ହେବ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ଘରର କାନ୍ଥ ଦୁର୍ବଳ ହୋଇ ଭୁଶୁଡି ପଡିଥିବା କୁହାଯାଉଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories