www.samajalive.in
Saturday, December 6, 2025
26.1 C
Bhubaneswar

ଶିମିଳିପାଳରେ ହାତୀ ଛୁଆର ମୃତଦେହ: ମୃତ୍ୟୁର କାରଣ ଅସ୍ପଷ୍ଟ

ବାରିପଦା: ଶିମିଳିପାଳ ଅଭୟାରଣ୍ୟର କୋର୍‌ ଇଲାକାରେ ହାତୀ ଶାବକର ମୃତ୍ୟୁ ଘଟିଛି। ଛୁଆ ହାତୀର ବୟସ ପ୍ରାୟ ବର୍ଷେ ହେବ। ବନ ବିଭାଗର ସ୍ଵତନ୍ତ୍ର ଟିମ୍ ପହଞ୍ଚି ମୃତଦେହର ବ୍ୟବଚ୍ଛେଦ କରାଇଛି। ତେବେ କେମିତି ଓ କେଉଁ ପରିସ୍ଥିତିରେ ହାତୀ ଛୁଆର ମୃତ୍ୟୁ ହୋଇଛି, ତାହା ଅସ୍ପଷ୍ଟ କରିଛି। ସଂକ୍ରମଣ ଯୋଗୁଁ ମୃତ୍ୟୁ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ। ସେପଟେ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories