www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦେଶକ: ଏକକାଳୀନ ୪ଟି ସ୍ଥାନରେ ଛାନଭିନ୍

ତାଳଚେର: ତାଳଚେର ଖଣି ଉପନିର୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଣି ଉପନିର୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି। ଧରଣୀଧରଙ୍କ ୪ଟି ଠିକଣାରେ ଛାନଭିନ୍ ଚଳାଇଛି। ତାଳଚେରରେ ଥିବା ବାସଭବନ, ତେଲକୋଇ ଥାନା ଛାମୁଣ୍ଡା ଗାଁରେ ଥିବା ପୈତୃକ ଘର, କେନ୍ଦୁଝର ପଣ୍ଡାପଡାରେ ଥିବା ଶ୍ଵଶୁର ଘରେ ଭିଜିଲାନ୍ସ ଟିମ୍ ଖୋଳତାଡ କରୁଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories