www.samajalive.in
Monday, December 8, 2025
27.1 C
Bhubaneswar

ଝାରପଡା ଜେଲରେ ଡିଆଇଜିଙ୍କ ତଦନ୍ତ

ଭୁବନେଶ୍ୱର: ଝାରପଡା ଜେଲରେ ଜଣେ ବିଚାରଧୀନ କଏଦୀଙ୍କୁ ମାଡ ଘଟଣାରେ ଜେଲ ଏଡିଜି ଅମିତାଭ ଠାକୁରଙ୍କ ନିର୍ଦ୍ଦେଶ କ୍ରମେ ଡିଆଇଜି ଅନୁସୂୟା ଜେନା ଆଜି ତଦନ୍ତ ଆରମ୍ଭ କରିଛନ୍ତି। ରବିବାର ରାତିରେ ଜେଲରେ ବିଚାରଧୀନ କଏଦୀ ସୌମ୍ୟକାନ୍ତ ମହାନ୍ତିଙ୍କୁ ଗ୍ୟାଙ୍ଗଷ୍ଟର ହାଇଦରର ପୁଅ ମୁନା ଓ ସହଯୋଗୀ ଆକ୍ରମଣ କରି ମୁଣ୍ଡ ଫଟାଇ ଦେଇଥିଲେ। ଏହା ପରେ ଡିଆଇଜି ଘଟଣାର ତଦନ୍ତ କରୁଛନ୍ତି। ଜେଲରେ କଏଦୀଙ୍କ ସୁରକ୍ଷା ନେଇ ଆଲୋଚନା କରିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories