www.samajalive.in
Monday, December 8, 2025
17.1 C
Bhubaneswar

ପାରାଦୀପରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ପାରାଦୀପ: ପାରଦୀପ ବାଉରିଆ ପାଳନ୍ଦା ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ମାଲବାହୀ ଟ୍ରେନର ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଗୋଟିଏ ବଗି ଟ୍ରାକ୍ ବାହାରକୁ ଓଲଟି ପଡିଥିବାବେଳେ ଅନ୍ୟଟି ଟ୍ରାକରୁ ଖସିପଡିଛି। ପାରାଦୀପ ବନ୍ଦରାଞ୍ଚଳକୁ ବଗି ଗୁଡିକ ନେବାବେଳେ ଏଭଳି ଅଘଟଣ ଘଟିଛି। ତେବେ ତୁରନ୍ତ ରେଳବାହୀ କର୍ମଚାରୀ ପହଞ୍ଚି ଟ୍ରାକ୍ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁଁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories