www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଭାରତକୁ ୮ମ ପଦକ, ରୌପ୍ୟ ଜିତିଲେ ଯୋଗେଶ

ପ୍ୟାରିସ୍‌: ପ୍ୟାରିସ୍‌ ପାରାଲିମ୍ପିକ୍ସ ୨୦୨୪ର ପଞ୍ଚମ ଦିନରେ ସୋମବାର ଭାରତକୁ ମିଳିଛି ୮ମ ପଦକ। ପୁରୁଷ ଡିସ୍‌କସ୍‌ ଥ୍ରୋ ଏଫ୫୬ ଇଭେଣ୍ଟରେ ଚମତ୍କାର ପ୍ରଦର୍ଶନ କରି ଦେଶ ପାଇଁ ରୌପ୍ୟ ଜିତିଛନ୍ତି ଯୋଗେଶ କଥୁନିଆ। ୨୭ ବର୍ଷୀୟ ଯୋଗେଶ ୪୨.୨୨ ମିଟର ଥ୍ରୋ ସହିତ ରୌପ୍ୟ ହାତେଇଛନ୍ତି। ଲଗାତର ଭାବେ ଦ୍ଵିତୀୟ ପାରାଲିମ୍ପିକ୍ସରେ ରୌପ୍ୟ ପଦକ ଜିତିଛନ୍ତି ଯୋଗେଶ। ଏହା ପୂର୍ବରୁ ସେ ଟୋକିଓ ପାରାଲିମ୍ପିକ୍ସରେ ମଧ୍ୟ ରୌପ୍ୟ ଜିତିଥିଲେ।

ଏହି ଇଭେଣ୍ଟରେ ବ୍ରାଜିଲର ବତିସ୍ତା ଡସ୍ ସାଣ୍ଟୋସ୍ କ୍ଲାଉଡିନି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ବତିସ୍ତା ୪୬.୮୬ ମିଟରର ସର୍ବୋତ୍ତମ ଥ୍ରୋ ସହିତ ଏହି ସଫଳତା ହାସଲ କରିଛନ୍ତି। ଅପରପକ୍ଷେ ଗ୍ରୀସ୍‌ର ଜୋନିସ୍ କନ୍‌ଷ୍ଟାଣ୍ଟିନୋସ୍ ୪୧.୩୨ ମିଟର ଥ୍ରୋ ସହିତ କାଂସ୍ୟ ପଦକ ନିଜ ନାଁରେ କରିଛନ୍ତି।

Hot this week

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

Related Articles

Popular Categories