www.samajalive.in
Monday, December 8, 2025
27.1 C
Bhubaneswar

ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିିୟା ଆରମ୍ଭ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିିୟା ଆରମ୍ଭ ହୋଇଛି ବୋଲି ସୋମବାର ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମସ୍ତ ଜିଲ୍ଲାପାଳ, ଏସପିଙ୍କୁ ବାଂଲାଦେଶର ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତହସିଲ୍‌,ବ୍ଲକ ଏବଂ ଥାନା ସ୍ତରରେ କମିଟି ଗଠନ ପାଇଁ କୁହାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୁବନେଶ୍ୱର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୨୦୧୧ ମସିହା ସୁଦ୍ଧା ରାଜ୍ୟରେ ମୋଟ ୩୭୪୦ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲାରେ ରହି ଆସୁଛନ୍ତି ।

ବାସ୍ତୁ : ଜାଣନ୍ତୁ, କାହିଁକି ରୋଷେଇ ଘରେ ଲୁଚାଇ ରଖିବେ ତାୱା, ନଚେତ୍‌..

- Advertisement -

 

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories