www.samajalive.in
Sunday, December 7, 2025
16.1 C
Bhubaneswar

ଆଜି ବି ସରଗରମ ରହିପାରେ ଗୃହ

ଭୁବନେଶ୍ଵର: ଆଜି ବିଧାନସଭା ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନର ଦ୍ଵାଦଶ ଦିନ। ଆଜି ବି ଗୃହ ବେଶ୍ ସରଗରମ ରହିପାରେ। ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ପଞ୍ଚାୟତିରାଜ ଏବଂ ପାନୀୟ ଜଳ , ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ , ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ , ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ , ଶ୍ରମ ବିଭାଗର ପ୍ରଶ୍ନକାଳ ରହିଛି। ଶୂନ୍ୟକାଳରେ ସୁଭଦ୍ରା ଯୋଜନା ଏବଂ ମଦ ମୃତ୍ୟୁ ଆଦି ପ୍ରସଙ୍ଗ ବିରୋଧୀ ଗୃହରେ ଉଠାଇ ପାରନ୍ତି। ସେହିଭଳି ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଗତ ହେବ। ଅପରାହ୍ନରେ ଇସ୍ପାତ୍ ଓ ଖଣି ବିଭାଗର ଖର୍ଚ୍ଚ ଦାବି ଆଲୋଚନା ରହିଛି। ସୋମବାର ସୁଭଦ୍ରା ଯୋଜନାକୁ ନେଇ ଗୃହ ହୁଲସ୍ତୁଲ ରହିଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories