www.samajalive.in
Saturday, December 6, 2025
23.1 C
Bhubaneswar

ଡେଙ୍ଗୁକୁ ‘ମହାମାରୀ’ ଘୋଷଣା କ​‌ଲେ କର୍ଣ୍ଣାଟକ ସରକାର

ସମାଜ ଡିଜିଟାଲ ଡେସ୍କ: କର୍ଣ୍ଣାଟକ ସରକାର ଡେଙ୍ଗୁ ରୋଗକୁ ମହାମାରୀ ଘୋଷଣା କରିଛନ୍ତି। ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଵାସ୍ଥ୍ୟ ବିଭାଗ ଏଭଳି ନିଷ୍ପତ୍ତି ନେଇଛି। ଗତ ଜାନୁୟାରୀରୁ ଜୁଲାଇ ପର୍ଯ୍ୟନ୍ତ ୭୩୬୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରତି ହସ୍ପିଟାଲର ଓ୍ବାର୍ଡଗୁଡ଼ିକରେ ୧୦ଟି ଲେଖାଏ ଡେଙ୍ଗୁ ବେଡ୍‌ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ନିର୍ଦେଶ ଦେଇଛନ୍ତି। ସରକାର ପରିସ୍ଥିତି ଉପରେ ନଜର ରଖିଛନ୍ତି ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ ଦିନେଶ ଗୁଣ୍ଡୁ ରାଓ କହିଛନ୍ତି।


 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories