www.samajalive.in
Saturday, December 6, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଜବରଦଖଲକାରୀ ମାଡି ବସିଛନ୍ତି ରାଜଧାନୀର ମୂଲ୍ୟବାନ୍‌ ଜମି.. ବିଧାନସଭାରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ରଖିଛନ୍ତି ଲିଖିତ ଉତ୍ତର..

ରାଜ୍ୟରେ ବାର୍ଡ ଫ୍ଲୁ.. ସ୍ଥିତି ପରଖିବାକୁ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌..

- Advertisement -

ଦନ୍ତେୱାଡା-ବିଜାପୁର ସୀମା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ.. ୯ ମାଓବାଦୀ ନିହତ..

ଡେଙ୍ଗୁକୁ ମହାମାରୀ ଘୋଷଣା କଲେ କର୍ଣ୍ଣାଟକ ସରକାର.. ରାଜ୍ୟରେ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ମହାମାରୀ ଘୋଷଣା କଲା ସ୍ଵାସ୍ଥ୍ୟ ବିଭାଗ..

ସେପ୍ଟେମ୍ବର ୪ରେ ବୁଧଙ୍କ ଚଳନ; ଜାଣନ୍ତୁ କିଏ ସୌଭାଗ୍ୟଶାଳୀ ରାଶି, ଏମାନଙ୍କ ଉପରେ ହେବ ଧନବର୍ଷା..

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ସାକ୍ଷ୍ୟ ଗ୍ରହଣ.. ପାଟଣାଗଡ଼ ଏଡିଜେ କୋର୍ଟରେ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ.. ବିସ୍ଫୋରଣ ଘଟଣାର ତଦନ୍ତ କରୁଥିଲେ ଅରୁଣ ବୋଥ୍ରା..

ଡେବ୍ରିଗଡ ଅଭୟାରଣ୍ୟରେ ହାତୀ ‘ଖରସେଲ’ର ମୃତ୍ୟୁ.. ୬୫ ବର୍ଷ ବୟସରେ ବାର୍ଦ୍ଧକ୍ୟଜନିତ କାରଣରୁ ହାତୀର ମୃତ୍ୟୁ..

 

 

ତାଳଚେର ଖଣି ଉପନିର୍ଦେଶକ ଧରଣୀଧର ନାୟକ ଗିରଫ.. ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ ବିଭାଗ..

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories