www.samajalive.in
Sunday, December 14, 2025
26.1 C
Bhubaneswar

ଖାଆନ୍ତୁ ଓ ଖୁଆନ୍ତୁ ସ୍ୱାଦିଷ୍ଟ ଲଙ୍କା ଚପ୍‌

ଆବଶ୍ୟକ ସାମଗ୍ରୀ
ବଡ ସିମଲା ଲଙ୍କା – ୫ଟି
ବେସନ – ୧କପ
ବେକିଙ୍ଗ ପାଉଡର – ୧ ଚାମଚ
ସିଝା ଆଳୁ – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ୧ ଚାମଚ
ଗରମ ମସଲା – ୧ ଚାମଚ
ଚାଟ୍‍ ମସଲା – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ଧନିଆପତ୍ର – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ଅନୁଯାୟୀ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଲଙ୍କାକୁ ମଝିରୁ କାଟି ଏହା ମଧ୍ୟରୁ ମଞ୍ଜି କାଢି ଦିଅନ୍ତୁ। ଏବେ ସିଝା ଆଳୁରେ ଲଙ୍କା ଗୁଣ୍ଡ, ଗରମ ମସଲା, ଚାଟ୍‍ ମସଲା, ଧନିଆପତ୍ର, ଲୁଣ ପକାଇ ଭଲ ଭାବେ ମିଶାଇ ଦିଅନ୍ତୁ। ଏହି ମିଶ୍ରଣକୁ ଲଙ୍କା ଭିତରେ ରଖନ୍ତୁ। ଅନ୍ୟ ଏକ ପାତ୍ରରେ ବେସନ, ବେକିଙ୍ଗ ପାଉଡର, ଲଙ୍କାଗୁଣ୍ଡ, ଲୁଣ ଅଳ୍ପ ପକାଇ ପାଣିରେ ଏକ ଘୋଳ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସରେ କଡେଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଲଙ୍କାକୁ ଛାଣି ଦିଅନ୍ତୁ। ଏହାକୁ ସେଉ, ମଟର, ଧନିଆପତ୍ର ପକାଇ ସଜାଇ ଦିଅନ୍ତୁ । ପ୍ରସ୍ତୁତ ହୋଇଗଲା ଲଙ୍କା ଚପ୍‌ ।

Hot this week

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

Related Articles

Popular Categories